Online Bible

- Reklamy -




2 ବଂଶାବଳୀ 31:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଆଉ, ସେ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କରିବା ନିମନ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।

Viz kapitola kopírovat

ଓଡିଆ ବାଇବେଲ

21 ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।

Viz kapitola kopírovat

ପବିତ୍ର ବାଇବଲ

21 ଯେଉଁ ପ୍ରତ୍ୟେକ କାର୍ଯ୍ୟ ସେ ଆରମ୍ଭ କଲେ, ଯଥା: ପରମେଶ୍ୱରଙ୍କ ମନ୍ଦିରର ସେବାକାର୍ଯ୍ୟ ଓ ବ୍ୟବସ୍ଥା ନିୟମ ଓ ଆଦେଶର ବାଧ୍ୟ ହେବା ଏବଂ ତାଙ୍କର ପରମେଶ୍ୱରଙ୍କର ଅନୁଗମନ କରିବାରେ ସେ ସଫଳ ହେଲେ। ହିଜକିୟ ଏହି ସମସ୍ତ ବିଷୟ ତାଙ୍କର ହୃଦୟର ସହିତ କଲେ।

Viz kapitola kopírovat




2 ବଂଶାବଳୀ 31:21

Následuj nás:

Reklamy


Reklamy