2 ବଂଶାବଳୀ 31:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍, ପ୍ରଭାତୀୟ ଓ ସାୟଂକାଳୀୟ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ। Viz kapitolaଓଡିଆ ବାଇବେଲ3 ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜ ସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ। Viz kapitolaପବିତ୍ର ବାଇବଲ3 ହିଜକିୟ ତାଙ୍କର ନିଜର ପଶୁପଲ ମଧ୍ୟରୁ କେତୋଟିକୁ ହୋମବଳି ଉପହାର ସ୍ୱରୂପେ ଉତ୍ସର୍ଗ କରିବାକୁ ଦେଲେ। ଏହିସବୁ ପଶୁଗୁଡ଼ିକୁ ପ୍ରତିଦିନ ସକାଳେ ଓ ସନ୍ଧ୍ୟା ସମୟରେ ହୋମବଳି ଉପହାର ସ୍ୱରୂପେ ବ୍ୟବହାର କରାଯାଉଥିଲା। ଏହି ପଶୁଗୁଡ଼ିକୁ ବିଶ୍ରାମର ବିଶେଷ ଦିନ, ଅମାବାସ୍ୟା ଉତ୍ସବ ଓ ଅନ୍ୟାନ୍ୟ ବିଶେଷ ସଭାମାନଙ୍କରେ ଉତ୍ସର୍ଗ କରାଯାଉଥିଲା। ସଦାପ୍ରଭୁଙ୍କ ବ୍ୟବସ୍ଥା ନିୟମରେ ଯେଉଁପରି ଲେଖାଯାଉଥିଲା, ଏହା ସେହିପରି କରାଯାଉଥିଲା। Viz kapitola |