2 ବଂଶାବଳୀ 31:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଓ ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ। Viz kapitolaଓଡିଆ ବାଇବେଲ5 ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ ସନ୍ତାନନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ। Viz kapitolaପବିତ୍ର ବାଇବଲ5 ଦେଶର ଚତୁର୍ଦ୍ଦିଗର ଲୋକମାନେ ଏହି ଆଦେଶ ଶୁଣିଲେ। ଅତଏବ ଇସ୍ରାଏଲର ଲୋକମାନେ ସେମାନଙ୍କର ଅମଳ ହୋଇଥିବା ଖାଦ୍ୟଶସ୍ୟ, ଅଙ୍ଗୁର ରସ, ତୈଳ, ମହୁ, ଓ ସେମାନଙ୍କ କ୍ଷେତ୍ରରେ ହେଉଥିବା ସମସ୍ତ ଫସଲର ପ୍ରଥମ ଅଂଶ ଦେଲେ। ସେମାନେ ସେହି ସମସ୍ତ ସାମଗ୍ରୀଗୁଡ଼ିକର ଦଶମାଂଶ ଆଣିଲେ, ଯେଉଁଗୁଡ଼ିକ ଯଥେଷ୍ଟ ଭାବରେ ଯୋଗାଇଲେ। Viz kapitola |