Online Bible

- Reklamy -




2 ବଂଶାବଳୀ 31:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।

Viz kapitola kopírovat

ଓଡିଆ ବାଇବେଲ

6 ପୁଣି, ଯିହୁଦାର ନଗର ସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।

Viz kapitola kopírovat

ପବିତ୍ର ବାଇବଲ

6 ଇସ୍ରାଏଲୀୟ ଓ ଯିହୁଦୀୟ ଲୋକମାନେ, ଯେଉଁମାନେ ଯିହୁଦାର ନଗରରେ ବାସ କରୁଥିଲେ, ସେମାନଙ୍କର ପଶୁପଲ ଓ ମେଷପଲର ମଧ୍ୟ ଦଶମାଂଶ ଆଣିଲେ। ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗୀକୃତ ପବିତ୍ର ଜିନିଷର ଏକ ଦଶମାଂଶ ଆଣିଲେ। ଏହି ସମସ୍ତ ସାମଗ୍ରୀ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ନିକଟକୁ ଆଣିଲେ। ସେମାନେ ଏହି ସମସ୍ତ ସାମଗ୍ରୀକୁ ଗଦାକରି ରଖିଲେ।

Viz kapitola kopírovat




2 ବଂଶାବଳୀ 31:6

Následuj nás:

Reklamy


Reklamy