2 ବଂଶାବଳୀ 31:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ। Viz kapitolaଓଡିଆ ବାଇବେଲ8 ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ। Viz kapitolaପବିତ୍ର ବାଇବଲ8 ଯେତେବେଳେ ହିଜକିୟ ଓ ନେତାମାନେ ଆସିଲେ, ସେମାନେ ସେହି ସଂଗୃହୀତ ବସ୍ତୁ ସବୁର ସ୍ତୁପସବୁ ଦେଖିବାକୁ ପାଇଲେ। ସେମାନେ ସଦାପ୍ରଭୁଙ୍କର ଓ ତାଙ୍କର ଲୋକ, ଇସ୍ରାଏଲର ଲୋକମାନଙ୍କର ପ୍ରଶଂସା କଲେ। Viz kapitola |