2 ବଂଶାବଳୀ 32:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି ସକଳ ଘଟଣା ଓ ଏହି ବିଶ୍ୱସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍ହେରୀବ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏହି ସକଳ ଘଟନା ଓ ଏହି ବିଶ୍ଵସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍ହେରୀବ୍ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା। Viz kapitolaଓଡିଆ ବାଇବେଲ1 ଏହି ସକଳ ଘଟଣା ଓ ଏହି ବିଶ୍ୱସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍ହେରୀବ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା। Viz kapitolaପବିତ୍ର ବାଇବଲ1 ହିଜକିୟ ଏହି ସମସ୍ତ ବିଷୟ ବିଶ୍ୱସ୍ତତାର ସହିତ ସମାପ୍ତ କରିବା ପରେ ଏହିପରି ଘଟିଲା, ଅଶୂରର ରାଜା ସନ୍ହେରୀବ୍ ଯିହୁଦା ଦେଶ ଆକ୍ରମଣ କରିବାକୁ ଆସିଲେ। ସନ୍ହେରୀବ୍ ଓ ତାଙ୍କର ସୈନ୍ୟଦଳ ଦୁର୍ଗଗୁଡ଼ିକର ବାହାରେ ଛାଉଣି ସ୍ଥାପନ କଲେ। ସେ ସେହି ସହରଗୁଡ଼ିକୁ ପରାସ୍ତ କରିବାର ଯୋଜନା କରିଥିବାରୁ ଏହିପରି କଲେ। ସନ୍ହେରୀବ୍ ନିଜ ନିମନ୍ତେ ଏହିସବୁ ସହର ଜୟ କରିବାକୁ ଇଚ୍ଛା କରୁଥିଲେ। Viz kapitola |