2 ବଂଶାବଳୀ 32:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୋʼ ପିତୃଲୋକମାନେ ଯେଉଁ ଗୋଷ୍ଠୀମାନଙ୍କୁ ନିଃଶେଷରେ ବିନାଶ କଲେ, ସେମାନଙ୍କ ଦେବଗଣ ମଧ୍ୟରୁ କିଏ ଆପଣା ଲୋକଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିଅଛି ଯେ, ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ? Viz kapitolaପବିତ୍ର ବାଇବଲ (Re-edited) - (BSI)14 ମୋʼ ପିତୃଲୋକମାନେ ଯେଉଁ ଗୋଷ୍ଠୀମାନଙ୍କୁ ନିଃଶେଷରେ ବିନାଶ କଲେ, ସେମାନଙ୍କ ଦେବଗଣ ମଧ୍ୟରୁ କିଏ ଆପଣା ଲୋକଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିଅଛି ଯେ, ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ? Viz kapitolaଓଡିଆ ବାଇବେଲ14 ମୋ’ ପିତୃଲୋକମାନେ ଯେଉଁ ଗୋଷ୍ଠୀମାନଙ୍କୁ ନିଃଶେଷରେ ବିନାଶ କଲେ, ସେମାନଙ୍କ ଦେବଗଣ ମଧ୍ୟରୁ କିଏ ଆପଣା ଲୋକଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିଅଛି ଯେ, ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବେ ? Viz kapitolaପବିତ୍ର ବାଇବଲ14 ମୋର ପୂର୍ବପୁରୁଷମାନେ ସେହି ଦେଶଗୁଡ଼ିକୁ ଧ୍ୱଂସ କଲେ। ଏପରି କେହି ଦେବତା ନାହିଁ, ଯିଏ ମୋତେ ତାହାର ଲୋକମାନଙ୍କୁ ବିନଷ୍ଟ କରିବାରୁ ରୋକି ପାରିବ। ତେଣୁ ତୁମ୍ଭେମାନେ କ’ଣ ଭାବୁଛ ଯେ, ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ମୋ'ଠାରୁ ରକ୍ଷା କରି ପାରିବ? Viz kapitola |