Online Bible

- Reklamy -




2 ବଂଶାବଳୀ 32:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍‍‌‌ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍ହେରୀବ୍ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ।

Viz kapitola kopírovat

ଓଡିଆ ବାଇବେଲ

22 ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍‍‌‌ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ।

Viz kapitola kopírovat

ପବିତ୍ର ବାଇବଲ

22 ଏହି ପ୍ରକାରେ ସଦାପ୍ରଭୁ ହିଜକିୟ ଓ ଯିରୁଶାଲମର ଲୋକମାନଙ୍କୁ ଅଶୂରର ରାଜା ସ‌ନ୍‌ହେରୀବ୍ ଓ ଅନ୍ୟ ସମସ୍ତ ଲୋକଙ୍କଠାରୁ ରକ୍ଷା କଲେ। ସଦାପ୍ରଭୁ ସେମାନଙ୍କୁ ସବୁ ପ୍ରକାର ଧମକରୁ ଉଦ୍ଧାର କଲେ।

Viz kapitola kopírovat




2 ବଂଶାବଳୀ 32:22

Následuj nás:

Reklamy


Reklamy