Online Bible

- Reklamy -

2 ବଂଶାବଳୀ 32:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

ପବିତ୍ର ବାଇବଲ

26 କିନ୍ତୁ ହିଜକିୟ ଓ ଯିରୁଶାଲମରେ ବାସ କରୁଥିବା ଲୋକମାନେ ସେମାନଙ୍କର ହୃଦୟ ଓ ଜୀବନକୁ ପରିବର୍ତ୍ତିତ କଲେ। ସେମାନେ ନିଜକୁ ନମ୍ର କଲେ ଓ ଆଉ ଗର୍ବ କଲେ ନାହିଁ। ତେଣୁ ହିଜକିୟ ଜୀବିତ ଥିବା ପର୍ଯ୍ୟନ୍ତ ସଦାପ୍ରଭୁ ସେମାନଙ୍କ ଉପରେ କ୍ରୋଧ କଲେ ନାହିଁ।

Viz kapitola kopírovat

2 ବଂଶାବଳୀ 32:26

Následuj nás:

Reklamy

Reklamy