2 ବଂଶାବଳୀ 32:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା ପୁଣି, ସେ ରୂପା, ସୁନା, ବହୁମୂଲ୍ୟ ପ୍ରସ୍ତର, ସୁଗନ୍ଧି ଦ୍ରବ୍ୟ, ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ଡାର ପ୍ରସ୍ତୁତ କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା; ପୁଣି, ସେ ରୂପା ଓ ସୁନା ଓ ବହୁମୂଲ୍ୟ ପ୍ରସ୍ତର ଓ ସୁଗନ୍ଧି ଦ୍ରବ୍ୟ ଓ ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ତାର ପ୍ରସ୍ତୁତ କଲେ; Viz kapitolaଓଡିଆ ବାଇବେଲ27 ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା ପୁଣି, ସେ ରୂପା, ସୁନା, ବହୁମୂଲ୍ୟ ପ୍ରସ୍ତର, ସୁଗନ୍ଧି ଦ୍ରବ୍ୟ, ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ଡାର ପ୍ରସ୍ତୁତ କଲେ; Viz kapitolaପବିତ୍ର ବାଇବଲ27 ହିଜକିୟ ଅନେକ ଧନସମ୍ପଦ ଓ ସମ୍ମାନ ଲାଭ କଲେ। ସେ ରୂପା, ସୁନା, ବହୁମୂଲ୍ୟ ମଣିମୁକ୍ତା, ମସଲା, ଢାଲ ଓ ସମସ୍ତ ପ୍ରକାର ଦ୍ରବ୍ୟ ରଖିବା ନିମନ୍ତେ ସ୍ଥାନସବୁ ନିର୍ମାଣ କଲେ। Viz kapitola |