2 ବଂଶାବଳୀ 32:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ପ୍ରଚୁର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ୱର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ବିସ୍ତର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ଵର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ। Viz kapitolaଓଡିଆ ବାଇବେଲ29 ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ପ୍ରଚୁର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ୱର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ। Viz kapitolaପବିତ୍ର ବାଇବଲ29 ହିଜକିୟ ମଧ୍ୟ ବହୁତ ନଗର ନିର୍ମାଣ କଲେ ଏବଂ ସେ ବହୁତ ମେଷ ଓ ଗୋରୁ ପଲ ପାଇଲେ। ପରମେଶ୍ୱର ହିଜକିୟଙ୍କୁ ପ୍ରଚୁର ଧନରତ୍ନ ଦେଇଥିଲେ। Viz kapitola |