2 ବଂଶାବଳୀ 32:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ। Viz kapitolaଓଡିଆ ବାଇବେଲ3 ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ। Viz kapitolaପବିତ୍ର ବାଇବଲ3 ଏହା ପରେ ହିଜକିୟ ତାଙ୍କର ପଦାଧିକାରୀ ଓ ସେନାଧିକାରୀମାନଙ୍କ ସହିତ କଥା ହେଲେ। ସେମାନେ ସମସ୍ତ ନଗର ବାହାରେ ଥିବା ଜଳନିର୍ଝରଗୁଡ଼ିକର ଜଳକୁ ବନ୍ଦ କରିବା ନିମନ୍ତେ ଏକମତ ହେଲେ। ସେହି ପଦାଧିକାରୀ ଓ ସେନାଧିକାରୀମାନେ ହିଜକିୟଙ୍କୁ ସାହାଯ୍ୟ କଲେ। Viz kapitola |