Online Bible

- Reklamy -




2 ବଂଶାବଳୀ 32:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ଵନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ଵର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ି ଦେଲେ।

Viz kapitola kopírovat

ଓଡିଆ ବାଇବେଲ

31 ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ି ଦେଲେ।

Viz kapitola kopírovat

ପବିତ୍ର ବାଇବଲ

31 ଥରେ ବାବିଲୀୟ ନେତାମାନେ ହିଜକିୟଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ସେହି ବାର୍ତ୍ତାବାହକମାନେ ଦେଶ ମଧ୍ୟରେ ଘଟିଥିବା ଏକ ଅ‌ଦ୍‌ଭୂତ ଚିହ୍ନ ସମ୍ବନ୍ଧରେ ପଗ୍ଭରିଲେ। ଯେତେବେଳେ ସେମାନେ ଆସିଲେ ସେତେବେଳେ ହିଜକିୟଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିୟଙ୍କ ହୃଦୟରେ ଯାହାକିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ୱର ହିଜକିୟଙ୍କୁ ଏକାକୀ ଛାଡ଼ିଗଲେ।

Viz kapitola kopírovat




2 ବଂଶାବଳୀ 32:31

Následuj nás:

Reklamy


Reklamy