2 ବଂଶାବଳୀ 32:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ୱଗାମୀ ପଥ ପାର୍ଶ୍ୱରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ। ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଅନନ୍ତର ହିଜକୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ଵଗାମୀ ପଥପାର୍ଶ୍ଵରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ। ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ33 ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ୱଗାମୀ ପଥ ପାର୍ଶ୍ୱରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ। ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ33 ହିଜକିୟ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଦାଉଦଙ୍କ ପୁତ୍ରମାନଙ୍କର କବର ଯେଉଁ ପର୍ବତ ଉପରେ ଥିଲା, ଲୋକମାନେ ହିଜକିୟଙ୍କୁ ସେହିଠାରେ କବର ଦେଲେ। ହିଜକିୟ ମୃତ୍ୟୁବରଣ କଲାପରେ ଯିହୁଦା ଓ ଯିରୁଶାଲମରେ ବାସ କରୁଥିବା ସମସ୍ତ ଲୋକ ତାହାଙ୍କୁ ସମ୍ମାନ ଦେଖାଇଲେ। ମନଃଶି ହିଜକିୟଙ୍କ ସ୍ଥାନରେ ନୂତନ ରାଜା ହେଲେ। ମନଃଶି ହିଜକିୟଙ୍କ ପୁତ୍ର ଥିଲେ। Viz kapitola |