2 ବଂଶାବଳୀ 33:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟ ଦ୍ୱାରର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଥି ଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟଦ୍ଵାରର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ। Viz kapitolaଓଡିଆ ବାଇବେଲ14 ଏଥିଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟ ଦ୍ୱାରର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀରବେଷ୍ଟିତ ନଗର ସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ। Viz kapitolaପବିତ୍ର ବାଇବଲ14 ଏହି ସମସ୍ତ ଘଟିଲା ପରେ, ମନଃଶି ଦାଉଦଙ୍କ ନଗର ବାହାରେ ଏକ ପ୍ରାଚୀର ନିର୍ମାଣ କଲେ। ଏହି ପ୍ରାଚୀର ଉପତ୍ୟକାରେ ଥିଲା ଏବଂ ଗୀହୋନ ଝରଣାର ପଶ୍ଚିମ ପାର୍ଶ୍ୱରୁ ମତ୍ସ୍ୟ ଦ୍ୱାରର ପ୍ରବେଶ ପଥ ପର୍ଯ୍ୟନ୍ତ, ଓଫଲ ପର୍ବତର ଚତୁର୍ଦ୍ଦିଗରେ ବେଷ୍ଟନ କରି ରହିଥିଲା। ସେ ସେହି ପ୍ରାଚୀରକୁ ଅତି ଉଚ୍ଚ କଲେ। ଏହା ପରେ ଯିହୁଦାର ସବୁ ଦୁର୍ଗଗୁଡ଼ିକରେ ପଦାଧିକାରୀମାନଙ୍କୁ ସ୍ଥାପନ କଲେ। Viz kapitola |