2 ବଂଶାବଳୀ 33:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ। Viz kapitolaଓଡିଆ ବାଇବେଲ16 ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ। Viz kapitolaପବିତ୍ର ବାଇବଲ16 ଏହା ପରେ ସେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ସ୍ଥାପନ କଲେ ଓ ତାହା ଉପରେ ମଙ୍ଗଳାର୍ଥକ ବଳି ଓ ଧନ୍ୟବାଦର ବଳି ଉତ୍ସର୍ଗ ଗଲେ। ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବାକୁ ମନଃଶି ଯିହୁଦାର ସମସ୍ତ ଲୋକଙ୍କୁ ଆଦେଶ ଦେଲେ। Viz kapitola |