Online Bible

- Reklamy -




2 ବଂଶାବଳୀ 33:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ଆପଣା ପରମେଶ୍ୱରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତା; ଓ ଆପଣା ପରମେଶ୍ଵରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି।

Viz kapitola kopírovat

ଓଡିଆ ବାଇବେଲ

18 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ଆପଣା ପରମେଶ୍ୱରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି।

Viz kapitola kopírovat

ପବିତ୍ର ବାଇବଲ

18 ମନଃଶି ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ ଓ ପରମେଶ୍ୱରଙ୍କ ନିକଟରେ ଯେଉଁ ପ୍ରାର୍ଥନା କରିଥିଲେ ଏବଂ ଭବିଷ୍ୟ‌ଦ୍‌ବକ୍ତାମାନେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତାଙ୍କୁ ଯେଉଁ ସମସ୍ତ କଥା କହିଥିଲେ, ସେହିସବୁ “ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ” ଲିପିବଦ୍ଧ ହୋଇ ରହିଅଛି।

Viz kapitola kopírovat




2 ବଂଶାବଳୀ 33:18

Následuj nás:

Reklamy


Reklamy