2 ବଂଶାବଳୀ 33:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। Viz kapitolaଓଡିଆ ବାଇବେଲ2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। Viz kapitolaପବିତ୍ର ବାଇବଲ2 ଯେଉଁ ବିଷୟଗୁଡ଼ିକ କରିବା ଭୁଲ୍ ବୋଲି ସଦାପ୍ରଭୁ କହିଥିଲେ, ମନଃଶି ସେହିସବୁ କାର୍ଯ୍ୟ କଲେ। ସଦାପ୍ରଭୁ ଯେଉଁ ଦେଶଗୁଡ଼ିକୁ ଇସ୍ରାଏଲର ଲୋକମାନଙ୍କ ସମ୍ମୁଖରୁ ବଳପୂର୍ବକ ବାହାର କରି ଦେଇଥିଲେ, ମନଃଶି ସେହି ଦେଶବାସୀମାନଙ୍କର ଭୟାନକ ଓ ପାପପୂର୍ଣ୍ଣ ପଥରେ ଅନୁଗମନ କଲେ। Viz kapitola |