Online Bible

- Reklamy -




2 ବଂଶାବଳୀ 33:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ-ପ୍ରତିମା ପରମେଶ୍ଵରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ଵର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;

Viz kapitola kopírovat

ଓଡିଆ ବାଇବେଲ

7 ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ-ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;

Viz kapitola kopírovat

ପବିତ୍ର ବାଇବଲ

7 ମନଃଶି ଆହୁରି ମଧ୍ୟ ଏକ ଦେବତାର ମୂର୍ତ୍ତି ନିର୍ମାଣ କଲେ ଓ ତାହାକୁ ପରମେଶ୍ୱରଙ୍କ ମନ୍ଦିର ମଧ୍ୟରେ ରଖିଲେ; ସେହି ମନ୍ଦିର, ଯାହା ବିଷୟରେ ପରମେଶ୍ୱର ଦାଉଦ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ। ପରମେଶ୍ୱର କହିଥିଲେ, “ମୁଁ ଏହି ଗୃହରେ ଓ ଯିରୁଶାଲମରେ ମୋର ନାମ ସ୍ଥାପନ କରିବି, ଯାହା ମୁଁ ଇସ୍ରାଏଲର ସମସ୍ତ ପରିବାରବର୍ଗଙ୍କ ମଧ୍ୟରେ ମନୋନୀତ କରିଅଛି। ଆଉ ଆମ୍ଭ ନାମ ସେଠାରେ ଚିରକାଳ ନିମନ୍ତେ ରହିବ।

Viz kapitola kopírovat




2 ବଂଶାବଳୀ 33:7

Následuj nás:

Reklamy


Reklamy