Online Bible

- Reklamy -




2 ବଂଶାବଳୀ 34:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍‍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍‍କୀୟ ଯାଜକ ମୋଶାଙ୍କ ଦ୍ଵାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା।

Viz kapitola kopírovat

ଓଡିଆ ବାଇବେଲ

14 ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍‍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା।

Viz kapitola kopírovat

ପବିତ୍ର ବାଇବଲ

14 ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ଟଙ୍କାକୁ ବାହାର କରୁଥିଲେ। ଆଉ ସେହି ସମୟରେ ହି‌ଲ୍‌‌‌କିୟ ଯାଜକ ମୋଶାଙ୍କ ଦ୍ୱାରା ପ୍ରଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା ନିୟମ ପୁସ୍ତକଟି ପାଇଲେ।

Viz kapitola kopírovat




2 ବଂଶାବଳୀ 34:14

Následuj nás:

Reklamy


Reklamy