2 ବଂଶାବଳୀ 34:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ହିଲ୍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍ ନାମକ ବସ୍ତ୍ରାଗାରରକ୍ଷକର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହିଁରେ ହିଲ୍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍ ନାମକ ବସ୍ତ୍ରାଗାର-ରକ୍ଷକର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ଵିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ। Viz kapitolaଓଡିଆ ବାଇବେଲ22 ତହିଁରେ ହିଲ୍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍ ନାମକ ବସ୍ତ୍ରାଗାରରକ୍ଷକର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ। Viz kapitolaପବିତ୍ର ବାଇବଲ22 ହିଲ୍କିୟ ଓ ରାଜାଙ୍କର ସେବକାମାନେ ଭବିଷ୍ୟଦ୍ବକ୍ତ୍ରୀ ହୁଲ୍ଦାଙ୍କ ନିକଟକୁ ଗଲେ। ହୁଲ୍ଦା ଶଲ୍ଲୁମଙ୍କ ପତ୍ନୀ ଥିଲେ। ଶଲ୍ଲୁମ୍ ତୋଖତ୍ଙ୍କ ପୁତ୍ର ଥିଲେ। ତୋଖତ୍ ହସ୍ରଙ୍କ ପୁତ୍ର ଥିଲେ। ଶଲ୍ଲୁମ ରାଜାଙ୍କ ବସ୍ତ୍ରର ତତ୍ତ୍ୱାବଧାରକ ଥିଲେ। ହୁଲ୍ଦା ଯିରୁଶାଲମର ଦ୍ୱିତୀୟ ମହଲାରେ ବାସ କରୁଥିଲେ। ହିଲ୍କିୟ ଓ ରାଜାଙ୍କ ସେବକଗଣ ହୁଲ୍ଦାଙ୍କୁ ସମସ୍ତ ଘଟଣା ଜଣାଇଲେ। Viz kapitola |