Online Bible

- Reklamy -




2 ବଂଶାବଳୀ 34:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।

Viz kapitola kopírovat

ଓଡିଆ ବାଇବେଲ

25 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।

Viz kapitola kopírovat

ପବିତ୍ର ବାଇବଲ

25 ଆମ୍ଭେ ଏହା କରିବା, କାରଣ ଲୋକମାନେ ଆମ୍ଭଙ୍କୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବତାଗଣଙ୍କ ନିକଟରେ ସୁଗନ୍ଧିଧୂପ ଜାଳିଛନ୍ତି। ସେହି ଲୋକମାନେ ଯେଉଁସବୁ ମନ୍ଦ କର୍ମମାନ କରିଛନ୍ତି, ତଦ୍ଦ୍ୱାରା ଆମ୍ଭଙ୍କୁ କ୍ରୋଧାନ୍ୱିତ କରିଛନ୍ତି। ତେଣୁ ଆମ୍ଭେ ଏହି ସ୍ଥାନ ଉପରେ ଆମ୍ଭକୁ ମୋର ନିର୍ବାପିତ ହୋଇ ପାରୁ ନ ଥିବା ଅଗ୍ନିପରି କ୍ରୋଧ ଢାଳିବା।’

Viz kapitola kopírovat




2 ବଂଶାବଳୀ 34:25

Následuj nás:

Reklamy


Reklamy