2 ବଂଶାବଳୀ 34:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ଵରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ। Viz kapitolaଓଡିଆ ବାଇବେଲ27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ। Viz kapitolaପବିତ୍ର ବାଇବଲ27 ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନ ବିଷୟରେ ଓ ଏଠାରେ ବାସ କରୁଥିବା ଲୋକମାନଙ୍କ ବିଷୟରେ ପରମେଶ୍ୱରଙ୍କର ବାର୍ତ୍ତା ଶୁଣିଲ, ତୁମ୍ଭେମାନେ ଦୁଃଖ କଲ, ପରମେଶ୍ୱରଙ୍କ ଆଗରେ ନିଜକୁ ନମ୍ର କଲ ଏବଂ ଦୁଃଖରେ ନିଜର ବସ୍ତ୍ରକୁ ଚିରି ପକାଇଲ। ଆମ୍ଭେ ତାହା ଦେଖିଲୁ, ସଦାପ୍ରଭୁ କହନ୍ତି। Viz kapitola |