Online Bible

- Reklamy -




2 ବଂଶାବଳୀ 34:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ-କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।

Viz kapitola kopírovat

ଓଡିଆ ବାଇବେଲ

31 ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।

Viz kapitola kopírovat

ପବିତ୍ର ବାଇବଲ

31 ଏହା ପରେ ରାଜା ତାଙ୍କ ସ୍ଥାନରେ ଉଠି ଛିଡ଼ା ହେଲେ ଓ ସେ ସଦାପ୍ରଭୁଙ୍କ ସହିତ ଗୋଟିଏ ନିୟମ କଲେ। ସେ ସଦାପ୍ରଭୁଙ୍କ ଅନୁଗମନ କରିବା ଓ ସଦାପ୍ରଭୁଙ୍କ ଆଦେଶ, ନିୟମ ଓ ନୀତିକୁ ମାନିବା ପାଇଁ ସମସ୍ତ ହୃଦୟ ଓ ଆତ୍ମାର ସହିତ ପୁସ୍ତକରେ ଥିବା ନିୟମର ବାକ୍ୟକୁ ମାନିବା ନିମନ୍ତେ ସମ୍ମତ ହେଲେ।

Viz kapitola kopírovat




2 ବଂଶାବଳୀ 34:31

Následuj nás:

Reklamy


Reklamy