2 ବଂଶାବଳୀ 34:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନ ଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଅନୁଗମନରୁ କ୍ଷା; ନୋହିଲେ। Viz kapitolaଓଡିଆ ବାଇବେଲ33 ପୁଣି, ଯୋଶୀୟ ଇସ୍ରାଏଲ ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନ ଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ। Viz kapitolaପବିତ୍ର ବାଇବଲ33 ଇସ୍ରାଏଲର ଲୋକମାନଙ୍କ ନିକଟରେ ଅନେକ ଦେଶର ଦେବାଦେବୀ ମୂର୍ତ୍ତିମାନ ଥିଲା। କିନ୍ତୁ ଯୋଶିୟ ସେହିସବୁ ଭୟଙ୍କର ମୂର୍ତ୍ତିଗୁଡ଼ିକୁ ଧ୍ୱଂସ କରିଦେଲେ। ଯୋଶିୟ ଇସ୍ରାଏଲର ସମସ୍ତ ଲୋକଙ୍କୁ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କର ସେବା କରାଇଲେ। ଯୋଶିୟ ଜୀବିତ ଥିବା ପର୍ଯ୍ୟନ୍ତ ଲୋକମାନେ ସଦାପ୍ରଭୁ, ସେମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ସେବା କଲେ। Viz kapitola |