Online Bible

- Reklamy -




2 ବଂଶାବଳୀ 34:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍‍ ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍ଦେବ-ଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରାମୂର୍ତ୍ତି, ଖୋଦିତ-ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା-ସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।

Viz kapitola kopírovat

ଓଡିଆ ବାଇବେଲ

4 ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍‍ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ-ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।

Viz kapitola kopírovat

ପବିତ୍ର ବାଇବଲ

4 ଲୋକମାନେ ‌ବା‌ଲ୍‌ଦେବତାର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ସେମାନେ ଯୋଶିୟଙ୍କ ଉପସ୍ଥିତିରେ ଏହା କଲେ। ଏହା ପରେ ଯୋଶିୟ ଲୋକମାନଙ୍କ ସମ୍ମୁଖରେ ଦଣ୍ଡାୟମାନ ଉଚ୍ଚ ସୁଗନ୍ଧିଧୂପର ଯଜ୍ଞବେଦି ଭାଙ୍ଗି ପକାଇଲେ। ସେ ଖୋଦିତ ମୂର୍ତ୍ତିସବୁ ଓ ଛାଞ୍ଚରେ ଢଳା ମୂର୍ତ୍ତିସବୁ ଭାଙ୍ଗି ପକାଇଲେ। ସେ ସେହି ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳିରେ ପରିଣତ କରିଦେଲେ। ଏହା ପରେ ଯେଉଁ ଲୋକମାନେ ମୂର୍ତ୍ତିଗୁଡ଼ିକ ସମ୍ମୁଖରେ ବଳି ଉତ୍ସର୍ଗ କରିଥିଲେ, ଯୋଶିୟ ସେମାନଙ୍କ କବର ଉପରେ ସେହି ଗୁଣ୍ଡକୁ ସିଞ୍ଚିଲେ।

Viz kapitola kopírovat




2 ବଂଶାବଳୀ 34:4

Následuj nás:

Reklamy


Reklamy