2 ବଂଶାବଳୀ 34:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ। Viz kapitolaଓଡିଆ ବାଇବେଲ7 ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ। Viz kapitolaପବିତ୍ର ବାଇବଲ7 ଯୋଶିୟ ଯଜ୍ଞବେଦି ଓ ଆଶେରା ସ୍ତମ୍ଭସବୁ ଭାଙ୍ଗି ପକାଇଲେ। ସେ ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳିରେ ପରିଣତ କରିଦେଲେ। ସେ ଇସ୍ରାଏଲର ସାରା ଦେଶରେ ସମସ୍ତ ସୁଗନ୍ଧବେଦି ଭାଙ୍ଗି ପକାଇଲେ। ଏହା ପରେ ଯୋଶିୟ ଯିରୁଶାଲମକୁ ଫେରିଗଲେ। Viz kapitola |