Online Bible

- Reklamy -




2 ବଂଶାବଳୀ 35:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏଥି ଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାରପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।

Viz kapitola kopírovat

ପବିତ୍ର ବାଇବଲ

1 ରାଜା ଯୋଶିୟ ଯିରୁଶାଲମରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କଲେ। ପ୍ରଥମ ମାସର ଚତୁର୍ଦ୍ଦଶତମ ଦିବସରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କରାଗଲା।

Viz kapitola kopírovat




2 ବଂଶାବଳୀ 35:1

Následuj nás:

Reklamy


Reklamy