Online Bible

- Reklamy -




2 ବଂଶାବଳୀ 35:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ତିରେ ଓ ହଣ୍ତାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।

Viz kapitola kopírovat

ଓଡିଆ ବାଇବେଲ

13 ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।

Viz kapitola kopírovat

ପବିତ୍ର ବାଇବଲ

13 ଲେବୀୟମାନଙ୍କୁ ଯେପ୍ରକାର ଆଦେଶ ଦିଆଯାଇଥିଲା, ସେମାନେ ସେହି ପ୍ରକାରେ ଅଗ୍ନି ଉପରେ ନିସ୍ତାରପର୍ବର ବଳିକୁ ପାକ କଲେ। ଆଉ ସେମାନେ ହାଣ୍ଡି, କେ‌ଟ୍‌ଲି ଓ କରେଇରେ ପବିତ୍ର ନୈବେଦ୍ୟଗୁଡ଼ିକୁ ସିଦ୍ଧ କଲେ। ଏହା ପରେ ସେମାନେ ଶୀଘ୍ର ସେହି ମାଂସକୁ ଲୋକମାନଙ୍କୁ ଦେଲେ।

Viz kapitola kopírovat




2 ବଂଶାବଳୀ 35:13

Následuj nás:

Reklamy


Reklamy