2 ବଂଶାବଳୀ 35:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଥି ଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣା-ମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ14 ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ14 ଏହା ସମାପ୍ତ ହେବାପରେ, ଲେବୀୟମାନେ ସେମାନଙ୍କ ନିମନ୍ତେ ଓ ହାରୋଣଙ୍କ ବଂଶଧର ଯାଜକମାନଙ୍କ ନିମନ୍ତେ ମାଂସ ଆଣିଲେ। ଅନ୍ଧକାର ହେବା ପର୍ଯ୍ୟନ୍ତ ଯାଜକମାନେ ଏହି କାର୍ଯ୍ୟରେ ଅତି ବ୍ୟସ୍ତ ରହିଲେ। ସେମାନେ ହୋମବଳି ଉପହାର ଓ ବଳିର ଚର୍ବ୍ବୀ ଜଳାଇବାରେ କଠିନ ପରିଶ୍ରମ କଲେ। Viz kapitola |