2 ବଂଶାବଳୀ 35:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ଵାରରେ ଦ୍ଵାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ15 ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ15 ଆସଫ୍ଙ୍କ ପରିବାରର ଗାୟକମାନେ ସେହି ସ୍ଥାନରେ ଛିଡ଼ା ହେଲେ, ଯେଉଁଠାରେ ରାଜା ଦାଉଦ, ଆସଫ, ହେମନ୍ ଛିଡ଼ା ହେଲେ, ଯେଉଁଠାରେ ରାଜା ଦାଉଦ, ଆସଫ, ହେମନ୍ ଏବଂ ରାଜାଙ୍କର ଯାଜକ ଯିଦୂଥୂନ୍ ସେମାନଙ୍କୁ ନିଯୁକ୍ତ କରିଥିଲେ। ଦ୍ୱାରପାଳଗଣ ଯେଉଁମାନେ ପ୍ରତ୍ୟେକ ଫାଟକରେ ଥିଲେ, ସେମାନଙ୍କୁ ସେମାନଙ୍କର ସ୍ଥାନ ଛାଡ଼ିବାକୁ ପଡ଼ିଲା ନାହିଁ, କାରଣ ସେମାନଙ୍କର ଭ୍ରାତା ଲେବୀୟଗଣ ସେମାନଙ୍କ ପାଇଁ ନିସ୍ତାରପର୍ବର ସାମଗ୍ରୀ ପ୍ରସ୍ତୁତ କରିଥିଲେ। Viz kapitola |