2 ବଂଶାବଳୀ 35:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହିସବୁର ଉତ୍ତାରେ, ଅର୍ଥାତ୍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍ ନଦୀ ନିକଟସ୍ଥ କର୍କମୀଶ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହିସବୁର ଉତ୍ତାରେ, ଅର୍ଥାତ୍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍ ନଦୀ ନିକଟସ୍ଥ କର୍କମୀଶ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ; Viz kapitolaଓଡିଆ ବାଇବେଲ20 ଏହିସବୁର ଉତ୍ତାରେ, ଅର୍ଥାତ୍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍ ନଦୀ ନିକଟସ୍ଥ କର୍କମୀଶ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ; Viz kapitolaପବିତ୍ର ବାଇବଲ20 ଯୋଶିୟ ମନ୍ଦିର ନିମନ୍ତେ ସେହି ସମସ୍ତ ଉତ୍ତମ କାର୍ଯ୍ୟ କରିଥିଲେ। ପରେ ମିଶରର ରାଜା ନଖୋ, ଫରାତ୍ ନଦୀ ନିକଟରେ ଥିବା କର୍କମୀଶ ସହର ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲେ। ରାଜା ଯୋଶିୟ ନଖୋ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। Viz kapitola |