2 ବଂଶାବଳୀ 35:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, “ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଥି ଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, ମୋତେ ନେଇଯାଅ, ମୁଁ ଅତ୍ୟ; ଆହତ ହୋଇଅଛି। Viz kapitolaଓଡିଆ ବାଇବେଲ23 ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି। Viz kapitolaପବିତ୍ର ବାଇବଲ23 ଏହା ପରେ ରାଜା ଯୋଶିୟ ଯୁଦ୍ଧକ୍ଷେତ୍ରରେ ତୀରଦ୍ୱାରା ଆଘାତପ୍ରାପ୍ତ ହେଲେ। ସେ ତାଙ୍କର ଭୃତ୍ୟମାନଙ୍କୁ କହିଲେ, “ମୋତେ ଏଠାରୁ ନେଇଯାଅ। ମୁଁ ଭୟଙ୍କର ଭାବରେ ଆଘାତପ୍ରାପ୍ତ ହୋଇଛି!” Viz kapitola |