2 ବଂଶାବଳୀ 35:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟ-ମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହୁଅ। Viz kapitolaଓଡିଆ ବାଇବେଲ5 ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ। Viz kapitolaପବିତ୍ର ବାଇବଲ5 ଲେବୀୟମାନଙ୍କର ଏକଦଳ ସହ ପବିତ୍ର ସ୍ଥାନରେ ଛିଡ଼ା ହୁଅ। ପ୍ରତ୍ୟେକ ଭିନ୍ନ ଭିନ୍ନ ବଂଶ ନିମନ୍ତେ ଏହିପରି କର। ତେବେ ତୁମ୍ଭେମାନେ ସେମାନଙ୍କୁ ସାହାଯ୍ୟ କରି ପାରିବ। Viz kapitola |