Online Bible

- Reklamy -




2 ବଂଶାବଳୀ 35:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍‍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ତାଙ୍କର ଅଧିପତିମାନେ ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍‍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ଵରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

8 ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍‍କିୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।

Viz kapitola kopírovat

ପବିତ୍ର ବାଇବଲ

8 ଯୋଶିୟଙ୍କ ପଦାଧିକାରୀମାନେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ନିସ୍ତାରପର୍ବରେ ବ୍ୟବହାର କରିବା ନିମନ୍ତେ ସ୍ୱେଚ୍ଛାକୃତ ଉପହାର ଦେଲେ। ପ୍ରଧାନ ଯାଜକ ହି‌ଲ୍‌‌‌କିୟ, ଜିଖରିୟ ଓ ଯିହୀୟେଲ ଏହି ପଦାଧିକାରୀମାନେ ସଦାପ୍ରଭୁଙ୍କ ମନ୍ଦିର ଦାୟିତ୍ୱରେ ଥିଲେ। ସେମାନେ ଯାଜକମାନଙ୍କୁ 2,600 ମେଷଶାବକ ଓ ଛାଗ ଓ 300 ବଳଦ ନିସ୍ତାରପର୍ବର ବଳି ନିମନ୍ତେ ଦେଲେ।

Viz kapitola kopírovat




2 ବଂଶାବଳୀ 35:8

Následuj nás:

Reklamy


Reklamy