Online Bible

- Reklamy -




2 ବଂଶାବଳୀ 36:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

12 ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖ ନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

12 ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କର୍ମ କଲେ ନାହିଁ। ଭବିଷ୍ୟ‌ଦ୍‌ବକ୍ତା ଯିରିମିୟ ସଦାପ୍ରଭୁଙ୍କଠାରୁ ଆଗତ ବାର୍ତ୍ତାସବୁ କହିଲେ। କିନ୍ତୁ ସିଦିକିୟ ନିଜକୁ ନମ୍ର କଲେ ନାହିଁ ଓ ଯିରିମିୟ ଯେଉଁସବୁ କଥା କହିଲେ, ତାହା ମାନିଲେ ନାହିଁ।

Viz kapitola kopírovat




2 ବଂଶାବଳୀ 36:12

Následuj nás:

Reklamy


Reklamy