2 ବଂଶାବଳୀ 36:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ। Viz kapitolaଓଡିଆ ବାଇବେଲ14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ। Viz kapitolaପବିତ୍ର ବାଇବଲ14 ଆହୁରି ମଧ୍ୟ ଯାଜକମାନଙ୍କର ନେତାଗଣ ଓ ଯିହୁଦାର ଲୋକମାନେ ଭୟଙ୍କର ପାପ କଲେ ଓ ସଦାପ୍ରଭୁଙ୍କ ନିକଟରେ ଆହୁରି ଅବିଶ୍ୱସ୍ତ ହେଲେ। ସେମାନେ ଅନ୍ୟ ଦେଶମାନଙ୍କର ମନ୍ଦ ଦୃଷ୍ଟାନ୍ତକୁ ଅନୁକରଣ କଲେ। ସେହି ନେତାମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କଲେ। ସଦାପ୍ରଭୁ ଯିରୁଶାଲମର ମନ୍ଦିରକୁ ପବିତ୍ର କରିଥିଲେ। Viz kapitola |