2 ବଂଶାବଳୀ 36:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏନିମନ୍ତେ ସେ କଲ୍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏନିମନ୍ତେ ସେ କଲଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ଼୍ଗ ଦ୍ଵାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକି ଦୟା କଲା ନାହିଁ; ପରମେଶ୍ଵର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ। Viz kapitolaଓଡିଆ ବାଇବେଲ17 ଏନିମନ୍ତେ ସେ କଲ୍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ। Viz kapitolaପବିତ୍ର ବାଇବଲ17 ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ। Viz kapitola |