2 ବଂଶାବଳୀ 36:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, Viz kapitolaପବିତ୍ର ବାଇବଲ (Re-edited) - (BSI)22 ଯିରିମୀୟଙ୍କ ମୁଖ ଦ୍ଵାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ର ଅଧିକାରର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା , ଯଥା, Viz kapitolaଓଡିଆ ବାଇବେଲ22 ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, Viz kapitolaପବିତ୍ର ବାଇବଲ22 କୋରସ୍ ପାରସ୍ୟର ରାଜା ହୋଇଥିବାର ପ୍ରଥମ ବର୍ଷରେ, ସଦାପ୍ରଭୁ କୋରସଙ୍କ ଦ୍ୱାରା ଏକ ବିଶେଷ ଘୋଷଣା କରାଇଲେ। ସଦାପ୍ରଭୁ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେଉଁ ଶପଥ କରିଥିଲେ, ତାହା ଯେପରି ପ୍ରକୃତରେ ଘଟିବ, ସେଥିନିମନ୍ତେ ସେ ଏହିପରି କଲେ। କୋରସ୍ ତାଙ୍କ ରାଜ୍ୟର ପ୍ରତ୍ୟେକ ସ୍ଥାନକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ସେମାନେ ଏହି ବାର୍ତ୍ତା ବହନ କରୁଥିଲେ। Viz kapitola |