Online Bible

- Reklamy -




2 ବଂଶାବଳୀ 36:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

8 ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

8 ଯିହୋୟାକୀମ୍ ଅନ୍ୟ ଯେଉଁ ସମସ୍ତ କାର୍ଯ୍ୟ କରିଥିଲେ, ସେ ଯେଉଁ ଭୟଙ୍କର ପାପସବୁ କରିଥିଲେ ଓ ସେ ଯେଉଁସବୁ ଦୋଷ କରିଥିଲେ, ସେହିସବୁ “ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ” ଲେଖାଯାଇଅଛି। ଯିହୋୟାଖୀନ୍, ଯିହୋୟାକୀ‌ମଙ୍କ ସ୍ଥାନରେ ନୂତନ ରାଜା ହେଲେ। ଯିହୋୟାଖୀନ୍, ଯିହୋୟାକୀ‌ମଙ୍କ ପୁତ୍ର ଥିଲେ।

Viz kapitola kopírovat




2 ବଂଶାବଳୀ 36:8

Následuj nás:

Reklamy


Reklamy