2 ବଂଶାବଳୀ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ହୂରମ୍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ହୂରମ୍ ପାତ୍ର ଓ କରଚୁଲି ଓ କୁଣ୍ତସବୁ ନିର୍ମାଣ କଲା। ଏହିରୂପେ ହୂରମ୍ ପରମେଶ୍ଵରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା। Viz kapitolaଓଡିଆ ବାଇବେଲ11 ଆଉ ହୂରମ୍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା। Viz kapitolaପବିତ୍ର ବାଇବଲ11 ହୂରମ୍ ପାତ୍ର, ବେଲଗ୍ଭ ଓ ବେସିନ୍ ସବୁ ନିର୍ମାଣ କଲେ। ଏହିପରି ହୂରମ୍ ପରମେଶ୍ୱରଙ୍କ ମନ୍ଦିରରେ ରାଜା ଶଲୋମନଙ୍କ ନିମନ୍ତେ ନିଜର କାର୍ଯ୍ୟ ଶେଷ କଲେ। Viz kapitola |