2 ବଂଶାବଳୀ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ଵଳ ପିତ୍ତଳରେ ହାଣ୍ତି ଓ କରଚୁଲି ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା। Viz kapitolaଓଡିଆ ବାଇବେଲ16 ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା। Viz kapitolaପବିତ୍ର ବାଇବଲ16 ପରମେଶ୍ୱରଙ୍କର ମନ୍ଦିର ପାଇଁ ରାଜା ଶଲୋମନଙ୍କ ନିମନ୍ତେ ସମସ୍ତ ବସ୍ତୁ ଏବଂ ପାତ୍ରସବୁ କରଚୁଲି ଓ କଣ୍ଟା ଗ୍ଭମୁଚ ହୂରମ୍ ତିଆରି କରିଥିଲେ। ଏହି ସମସ୍ତ ଜିନିଷଗୁଡ଼ିକ ସ୍ୱଚ୍ଛ ପିତ୍ତଳରେ ନିର୍ମିତ ହୋଇଥିଲା। Viz kapitola |