2 ବଂଶାବଳୀ 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ଵଳାଇବା ନିମନ୍ତେ ନିର୍ମଳ ସ୍ଵର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ ଯାତ୍ରା. ୨୭:୨୦,୨୧ Viz kapitolaଓଡିଆ ବାଇବେଲ20 ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ Viz kapitolaପବିତ୍ର ବାଇବଲ20 ଶଲୋମନ ଦୀପ ଓ ଦୀପଦାନୀ ସବୁ ଶୁଦ୍ଧ ସୁନାରେ ତିଆରି କରାଇଲେ। ମନ୍ଦିର ଭିତରେ ଥିବା ମହାପବିତ୍ର ସ୍ଥଳର ସମ୍ମୁଖରେ ନିୟମାନୁଯାୟୀ ଜଳାଯିବା ନିମନ୍ତେ ଦୀପଗୁଡ଼ିକ ରଖାଯାଇଥିଲା। Viz kapitola |