2 ବଂଶାବଳୀ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆହୁରି ସେ ଦଶ ମେଜ ନିର୍ମାଣ କରି ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ରଖିଲେ। ଆଉ, ସେ ଏକ ଶତ ସୁବର୍ଣ୍ଣ କୁଣ୍ତ ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ8 ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ8 ଶଲୋମନ ଦଶ ଗୋଟି ମେଜ ତିଆରି କରି ମନ୍ଦିରରେ ରଖିଲେ। ମନ୍ଦିରର ଉଭୟ ଦକ୍ଷିଣ ଓ ବାମ ପାର୍ଶ୍ୱରେ ପାଞ୍ଚୋଟି କରି ମେଜ ରଖାଗଲା। ଆଉ 100ଟି ଛୋଟ ପ୍ରକ୍ଷାଳନ ପାତ୍ର ତିଆରି କରିବା ନିମନ୍ତେ ଶଲୋମନ ସୁନା ବ୍ୟବହାର କଲେ। Viz kapitola |