Online Bible

- Reklamy -




2 ବଂଶାବଳୀ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ଵରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ଵରରେ ତାହାଙ୍କର ପ୍ରଶଂସାଧ୍ଵନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା ପ୍ର.ବଂ. ୧୬:୩୪,୪୧

Viz kapitola kopírovat

ଓଡିଆ ବାଇବେଲ

13 ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା

Viz kapitola kopírovat

ପବିତ୍ର ବାଇବଲ

13 ତୂରୀ ବାଦକ ଓ ଗାୟକ ଲୋକମାନେ ଜଣେ ବ୍ୟକ୍ତି ତୁଲ୍ୟ ଥିଲେ। ଯେତେବେଳେ ସଦାପ୍ରଭୁଙ୍କର ପ୍ରଶଂସା ଓ ଧନ୍ୟବାଦ ଗାନ କରାଗଲା ସେମାନେ ଏକ ଶବ୍ଦ କଲେ। ସେମାନେ ତୂରୀ, ଗିନି ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱର କଲେ। ସେମାନେ ଏହି ଗୀତ ଗାଇ ସଦାପ୍ରଭୁଙ୍କର ପ୍ରଶଂସା କଲେ, “କାରଣ ସେ ମଙ୍ଗଳମୟ। ତାଙ୍କର ସତ୍ୟ ପ୍ରେମ ଅନନ୍ତକାଳସ୍ଥାୟୀ ଅଟେ।” ଏହା ପରେ, ସଦାପ୍ରଭୁଙ୍କ ମନ୍ଦିର ମେଘ ଦ୍ୱାରା ପୂର୍ଣ୍ଣ ହେଲା।

Viz kapitola kopírovat




2 ବଂଶାବଳୀ 5:13

Následuj nás:

Reklamy


Reklamy