2 ବଂଶାବଳୀ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ। Viz kapitolaଓଡିଆ ବାଇବେଲ2 ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ। Viz kapitolaପବିତ୍ର ବାଇବଲ2 ଇସ୍ରାଏଲର ସମସ୍ତ ପ୍ରାଚୀନ ଏବଂ ପ୍ରତ୍ୟେକ ପରିବାରବର୍ଗର ମୁଖିଆମାନଙ୍କୁ ଯିରୁଶାଲମରେ ସମ୍ମିଳିତ ହେବା ନିମନ୍ତେ ଶଲୋମନ ଆଜ୍ଞା ଦେଲେ। ଏହି ଲୋକମାନେ ଇସ୍ରାଏଲର ପରିବାରଗୁଡ଼ିକର ମୁଖିଆ ଥିଲେ। ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ସିୟୋନ ବାହାରକୁ ଦାଉଦଙ୍କର ନଗରକୁ ଆଣିବା ନିମନ୍ତେ ଶଲୋମନ ଏପରି କଲେ। Viz kapitola |