2 ବଂଶାବଳୀ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ଵୁ ଓ ତମ୍ଵୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ। Viz kapitolaଓଡିଆ ବାଇବେଲ5 ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ। Viz kapitolaପବିତ୍ର ବାଇବଲ5 ଏହା ପରେ ଯାଜକ ଓ ଲେବୀୟମାନେ ନିୟମ-ସିନ୍ଦୁକକୁ ଯିରୁଶାଲମକୁ ବୋହି ନେଇଗଲେ। ଯାଜକ ଓ ଲେବୀୟମାନେ ମଧ୍ୟ ସମାଗମ-ତମ୍ବୁ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ପବିତ୍ର ବସ୍ତୁକୁ ଯିରୁଶାଲମକୁ ବୋହି ଆଣିଲେ। Viz kapitola |