2 ବଂଶାବଳୀ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ଵରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ। Viz kapitolaଓଡିଆ ବାଇବେଲ8 ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଉର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ। Viz kapitolaପବିତ୍ର ବାଇବଲ8 ନିୟମ-ସିନ୍ଦୁକ ଥିବା ସ୍ଥାନ ଉପରେ କିରୁବଦୂତଗଣ ସେମାନଙ୍କର ପକ୍ଷ ବିସ୍ତାର କରି ରହିଥିଲେ। କିରୁବଦୂତଗଣ ନିୟମ-ସିନ୍ଦୁକ ଓ ସିନ୍ଦୁକକୁ ବହି ନେଇଯିବା ଖମ୍ବଗୁଡ଼ିକ ଉପରେ ଦଣ୍ଡାୟମାନ ଥିଲେ। Viz kapitola |