2 ବଂଶାବଳୀ 6:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ଵୀକାର କରି ଆପଣା ଆପଣା ପାପରୁ ଫେରନ୍ତି; Viz kapitolaଓଡିଆ ବାଇବେଲ26 ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି; Viz kapitolaପବିତ୍ର ବାଇବଲ26 “ଆକାଶ ରୁଦ୍ଧ ହୋଇ ହୁଏତ ବର୍ଷା ହୋଇ ନ ପାରେ। ଯଦି ଇସ୍ରାଏଲର ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, ତେବେ ଏହା ଘଟିବ। ଆଉ ଯଦି ଇସ୍ରାଏଲର ଲୋକମାନେ ଏହି ମନ୍ଦିର ଆଡ଼େ ଗ୍ଭହିଁ ତୁମ୍ଭଠାରେ ସ୍ୱୀକାର କରନ୍ତି ଏବଂ ପ୍ରାର୍ଥନା କରନ୍ତି, ଆଉ ତୁମ୍ଭେ ସେମାନଙ୍କୁ ଦଣ୍ଡ ଦେଇଥାଅ। ଯଦି ସେମାନେ ସେମାନଙ୍କର ପାପ ପାଇଁ ଅନୁତାପ କରନ୍ତି। Viz kapitola |