2 ବଂଶାବଳୀ 6:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ; Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ; Viz kapitolaଓଡିଆ ବାଇବେଲ32 ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ; Viz kapitolaପବିତ୍ର ବାଇବଲ32 “ହୁଏତ ଜଣେ ଅପରିଚିତ ବ୍ୟକ୍ତି ଥାଇପାରେ, ଯିଏ ଜଣେ ଇସ୍ରାଏଲୀୟ ହୋଇ ନ ଥିବ, କିନ୍ତୁ ଏକ ଦୂର ଦେଶରୁ ଏଠାକୁ ଆସିଥାଇପାରେ। ସେହି ବିଦେଶୀ ବ୍ୟକ୍ତି ତୁମ୍ଭର ମହାନ ନାମ, ତୁମ୍ଭର ମହାନ ଶକ୍ତି ଓ ଲୋକମାନଙ୍କୁ ବିପଦରୁ ଉଦ୍ଧାର କରିବା ତୁମ୍ଭର ସାମର୍ଥ୍ୟ ଶୁଣି ଆସିପାରେ। ଯେତେବେଳେ ସେହି ବ୍ୟକ୍ତି ଆସିବ ଓ ଏହି ମନ୍ଦିର ଆଡ଼କୁ ଗ୍ଭହିଁ ପ୍ରାର୍ଥନା କରିବ, Viz kapitola |